Quantcast
Channel: Featured Archives - OdishaLIVE
Viewing all articles
Browse latest Browse all 11715

୧୧ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

$
0
0

ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟର ବିଭିନ୍ନ ସ୍ଥାନରେ ଶୁକ୍ରବାର ସକାଳୁ ବର୍ଷା ଲାଗି ରହିଛି। ୧୧ ଜିଲ୍ଲାକୁ ଘଡଘଡି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।

ଏହି ଜିଲ୍ଲାଗୁଡ଼ିକ ହେଲା ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, କଟକ, ଭୁବନେଶ୍ୱର, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି।

ଆସନ୍ତାକାଲି ମଧ୍ୟ କିଛି ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୬ ତାରିଖ ପରେ ପାଗରେ ପରିବର୍ତ୍ତନ ହୋଇ ପୁଣି ଶୀତ ଫେରିବ ବୋଲି ଅନୁମାନ କରାଯାଉଛି।

The post ୧୧ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା appeared first on OdishaLIVE.


Viewing all articles
Browse latest Browse all 11715

Latest Images

Trending Articles



Latest Images