Quantcast
Channel: Featured Archives - OdishaLIVE
Viewing all articles
Browse latest Browse all 11715

ରାଜ୍ୟରେ ପୁଣି ୫୯୫ କରୋନା ପଜିଟିଭ୍ ଚିହ୍ନଟ –ଗଞ୍ଜାମରୁ ସର୍ବାଧିକ ୨୩୦

$
0
0

ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ତ ୨୪ ଘଣ୍ଟା ମଧ୍ୟରେ ୨୧ ଜିଲ୍ଲାରୁ ୫୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୧୨୧ ରେ ପହଞ୍ଚିଛି।CGU new

ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯୪ ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୦୧ଜଣ ସ୍ଥାନୀୟ କେସ୍‌ ରହିଛି।

 ମୋଟ୍‌  ୧୩୧୨୧ ଆକ୍ରାନ୍ତଙ୍କ ମଧ୍ୟରୁ ୪୬୭୭ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୩୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୬୪ ଜଣଙ୍କର ମୃତ୍ୟୁ ହୋଇଛି।

The post ରାଜ୍ୟରେ ପୁଣି ୫୯୫ କରୋନା ପଜିଟିଭ୍ ଚିହ୍ନଟ – ଗଞ୍ଜାମରୁ ସର୍ବାଧିକ ୨୩୦ appeared first on OdishaLIVE.


Viewing all articles
Browse latest Browse all 11715

Latest Images

Trending Articles



Latest Images