Quantcast
Channel: Featured Archives - OdishaLIVE
Viewing all articles
Browse latest Browse all 11715

ଜାଣନ୍ତୁ ଆସନ୍ତାକାଲିର ରାଶିଫଳ – (୨୮ ଏପ୍ରିଲ ୨୦୨୧, ବୁଧବାର)

$
0
0

ଜ୍ୟୋତିର୍ବିଦ୍ ଦୋଳଗୋବିନ୍ଦ ପଣ୍ଡାrashi fala

ଜାଣନ୍ତୁ କ’ଣ କହୁଛି ଆପଣଙ୍କର ରାଶି – ପ୍ରତିଦିନ ଏହି ସମୟରେ ଓଡ଼ିଶାଲାଇଭ୍ ପୋର୍ଟାଲରେ।

ତିଥି ଓ ପର୍ବ-ଦିବସ: ଆଜି ବୈଶାଖ କୃଷ୍ଣ ଦ୍ବିତୀୟା ରାତ୍ରି ୦୧:୩୪:୨୬ ଗତେ ତୃତୀୟା ତିଥି। ତୁଳାଚନ୍ଦ୍ର ଦିବା ୧୧:୫୬ ଗତେ ବିଛାଚନ୍ଦ୍ର। ବିଶାଖା ସନ୍ଧ୍ୟା ୦୫:୧୨:୩୭ ଗତେ ଅନୁରାଧା ନକ୍ଷତ୍ର। ଶ୍ରୀମନ୍ଦିରରେ ସେତୁବନ୍ଧ ପ୍ରସ୍ତାବଉତ୍କଳ ଗୌରବ ମଧୁସୂଦନ ଜୟନ୍ତୀଓକିଲ ଦିବସ। ଦ୍ବିତୀୟା ତିଥିରେ ଭେଜିବାଇଗଣ ଏବଂ ରାତ୍ରି ୦୧:୩୪:୨୬ ଗତେ ତୃତୀୟା ତିଥିରେ ପୋଟଳ ଭକ୍ଷଣ ନିଷେଧ।
rasifalaମେଷ: ସୁଖସମ୍ପଦ ଲାଭ ହେବ। ପରିବାରରେ ବା ବନ୍ଧୁମେଳରେ ସୁଖାଦ୍ୟ ଭୋଜନର ସମ୍ଭାବନା ରହିଛି। ଯାନବାହନରେ ସୁଖ ପାଇବେ। ବନ୍ଧୁମିଳନଅତିଥିସେବାବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ। ନିଜର କୃତିତ୍ବ ପାଇଁ ସମ୍ମାନିତ ହେବେ। ଦିବା ୧୧:୫୬ ଗତେ ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। ଅବାଞ୍ଛିତ ଘଟଣାଦୁର୍ଘଟଣାଅସୁସ୍ଥତାପେଟ ଗୋଳମାଳମାନସିକ ଅବସାଦପାରିବାରିକ ସମସ୍ୟାଅର୍ଥହାନି ଆଦି ଦେଖାଦେଇପାରେ। କଳହବିବାଦଦୂରଯାତ୍ରାମାଲିମକଦ୍ଦମାରୁ ଦୂରରେ ରହନ୍ତୁ। ଇଷ୍ଟ ମନନଶୀଳ ହୋଇ ଚଳନ୍ତୁ। କୌଣସି ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ।rasifalaବୃଷ: ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତିଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ। ବ୍ୟବସାୟ-ବାଣିଜ୍ୟରେ ଉନ୍ନତି ଘଟିବ। ଚାକିରି କ୍ଷେତ୍ରରେ ଉପଯୁକ୍ତ ମର୍ଯ୍ୟାଦା ମିଳିବ। ପରିଶ୍ରମର ମନୋବାଞ୍ଛିତ ଫଳ ମିଳିବ। ଦିବା ୧୧:୫୬ ଗତେ ସୁଖସମ୍ପଦ ଲାଭ ହେବ। ପରିବାରରେ ବା ବନ୍ଧୁମେଳରେ ସୁଖାଦ୍ୟ ଭୋଜନର ସମ୍ଭାବନା ରହିଛି। ଯାନବାହନରେ ସୁଖ ପାଇବେ। ବନ୍ଧୁମିଳନଅତିଥିସେବାବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ। ନିଜର କୃତିତ୍ବ ପାଇଁ ସମ୍ମାନିତ ହେବେ।rasifalaମିଥୁନ: ଦୁଃଖଯାତନା ସହ ମାନସିକ ଉଦ୍‌ବେଗ ଦେଖାଦେଇପାରେ। ଦୀନତାରୋଗଶୋକଘେରିଧରିବ। ଯାତ୍ରାରେ ଓ କାର୍ଯ୍ୟରେ ବିଘ୍ନ ଉପୁଜିବ। ନୂତନ କାର୍ଯ୍ୟରେ ହାତ ନ ଦେଇ ପୁରାତନ କାର୍ଯ୍ୟକୁ ନିଷ୍ଠାର ସହ ସମ୍ପାଦନ କରନ୍ତୁ। ଇଷ୍ଟ ମନନଶୀଳ ରହନ୍ତୁସବୁ ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ। ଦିବା ୧୧:୫୬ ଗତେ ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତିଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ। ବ୍ୟବସାୟ-ବାଣିଜ୍ୟରେ ଉନ୍ନତି ଘଟିବ। ଚାକିରି କ୍ଷେତ୍ରରେ ଉପଯୁକ୍ତ ମର୍ଯ୍ୟାଦା ମିଳିବ। ପରିଶ୍ରମର ମନୋବାଞ୍ଛିତ ଫଳ ମିଳିବ।rasifalaକର୍କଟ: ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। କିନ୍ତୁ ଯେଉଁ କାମର ଦାୟିତ୍ବ ନେଇଛନ୍ତି ତାକୁ ନିଷ୍ଠାର ସହ କରନ୍ତୁ ଏବଂ ଆପଣଙ୍କ ଉପରୁ ଲୋକଙ୍କ ଭରସା ତୁଟିବାକୁ ଦିଅନ୍ତୁ ନାହିଁ। କଥାରେ ଖିଲାପ କରନ୍ତୁ ନାହିଁ। ଦିବା ୧୧:୫୬ ଗତେ ଦୁଃଖଯାତନା ସହ ମାନସିକ ଉଦ୍‌ବେଗ ଦେଖାଦେଇପାରେ। ଦୀନତାରୋଗଶୋକଘେରିଧରିବ। ଯାତ୍ରାରେ ଓ କାର୍ଯ୍ୟରେ ବିଘ୍ନ ଉପୁଜିବ। ନୂତନ କାର୍ଯ୍ୟରେ ହାତ ନ ଦେଇ ପୁରାତନ କାର୍ଯ୍ୟକୁ ନିଷ୍ଠାର ସହ ସମ୍ପାଦନ କରନ୍ତୁ। ଇଷ୍ଟ ମନନଶୀଳ ରହନ୍ତୁସବୁ ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ।rasifalaସିଂହ: କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ। ବାଣିଜ୍ୟ-ବ୍ୟବସାୟରେ ଉନ୍ନତି ହେବ। ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି। ସ୍ବାମୀ ବା ସ୍ତ୍ରୀ ସହ ସମ୍ବନ୍ଧ ଭଲ ରହିବ। ପରିବାରରେ ସୁଖଶାନ୍ତିର ବାତାବରଣ ଖେଳିବ। ଭାଇଠାରୁ ଓ ବନ୍ଧୁବର୍ଗରୁ ସହଯୋଗ ମିଳିବ। ଦିବା ୧୧:୫୬ ଗତେ ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। କିନ୍ତୁ ଯେଉଁ କାମର ଦାୟିତ୍ବ ନେଇଛନ୍ତି ତାକୁ ନିଷ୍ଠାର ସହ କରନ୍ତୁ ଏବଂ ଆପଣଙ୍କ ଉପରୁ ଲୋକଙ୍କ ଭରସା ତୁଟିବାକୁ ଦିଅନ୍ତୁ ନାହିଁ। କଥାରେ ଖିଲାପ କରନ୍ତୁ ନାହିଁ।rasifalaକନ୍ୟା: ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ଖର୍ଚ୍ଚ ବଢ଼ିପାରେ। ଅପମାନଜନକ ପରିସ୍ଥିତି ଉପୁଜିପାରେ। କାର୍ଯ୍ୟକ୍ଷେତ୍ରରେ ବାଧାବିଘ୍ନର ସମ୍ମୁଖୀନ ହେବେ। ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ। ସତ୍‌ଚିନ୍ତା ଓ ସତ୍‌କର୍ମରେ ନିବିଷ୍ଟ ରହିବା ଆବଶ୍ୟକ। ଅନିୟନ୍ତ୍ରିତ କ୍ରୋଧ ଉପରେ ଅଙ୍କୁଶ ରଖନ୍ତୁ। ଦିବା ୧୧:୫୬ ଗତେ କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ। ବାଣିଜ୍ୟ-ବ୍ୟବସାୟରେ ଉନ୍ନତି ହେବ। ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି। ସ୍ବାମୀ ବା ସ୍ତ୍ରୀ ସହ ସମ୍ବନ୍ଧ ଭଲ ରହିବ। ପରିବାରରେ ସୁଖଶାନ୍ତିର ବାତାବରଣ ଖେଳିବ। ଭାଇଠାରୁ ଓ ବନ୍ଧୁବର୍ଗରୁ ସହଯୋଗ ମିଳିବ।rasifalaତୁଳା: ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି। ଭାଗ୍ୟୋଦୟ ହେବାର ସମ୍ଭାବନା ଅଛି। ଦିନଟି ସବୁ ଦଟେିରୁ ଭଲରେ କଟିଲେ ମଧ୍ୟ କଳହମକଦ୍ଦମାଦୂରଯାତ୍ରାଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ। ତେଣୁ ଏ ଦିଗରୁ ସାବଧାନତା ଅବଲମ୍ବନୀୟ। ଦିବା ୧୧:୫୬ ଗତେ ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ଖର୍ଚ୍ଚ ବଢ଼ିପାରେ। ଅପମାନଜନକ ପରିସ୍ଥିତି ଉପୁଜିପାରେ। କାର୍ଯ୍ୟକ୍ଷେତ୍ରରେ ବାଧାବିଘ୍ନର ସମ୍ମୁଖୀନ ହେବେ। ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ। ସତ୍‌ଚିନ୍ତା ଓ ସତ୍‌କର୍ମରେ ନିବିଷ୍ଟ ରହିବା ଆବଶ୍ୟକ। ଅନିୟନ୍ତ୍ରିତ କ୍ରୋଧ ଉପରେ ଅଙ୍କୁଶ ରଖନ୍ତୁ।rasifalaବିଛା: ବୃଥା ଭ୍ରମଣଅଯଥା ବ୍ୟୟ ଓ ଅର୍ଥହାନି ଘଟିପାରେ। ଖର୍ଚ୍ଚବାର୍ଚ୍ଚରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ନୂତନ ଦ୍ରବ୍ୟ କ୍ରୟ ବା ସତ୍‌କାର୍ଯ୍ୟରେ ଦାନ କରିପାରନ୍ତି। ଇଷ୍ଟକାର୍ଯ୍ୟରେ ନିବିଷ୍ଟ ରୁହନ୍ତୁଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ। ଦିବା ୧୧:୫୬ ଗତେ ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି। ଭାଗ୍ୟୋଦୟ ହେବାର ସମ୍ଭାବନା ଅଛି। ଦିନଟି ସବୁ ଦଟେିରୁ ଭଲରେ କଟିଲେ ମଧ୍ୟ କଳହମକଦ୍ଦମାଦୂରଯାତ୍ରାଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ। ତେଣୁ ଏ ଦିଗରୁ ସାବଧାନତା ଅବଲମ୍ବନୀୟ।rasifalaଧନୁ: ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ଅଟକିରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ। ଭାଇ ଓ ବନ୍ଧୁ ମହଲରୁ ସହଯୋଗ ପାଇବେ। ଦିବା ୧୧:୫୬ ଗତେ ବୃଥା ଭ୍ରମଣଅଯଥା ବ୍ୟୟ ଓ ଅର୍ଥହାନି ଘଟିପାରେ। ଖର୍ଚ୍ଚବାର୍ଚ୍ଚରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ନୂତନ ଦ୍ରବ୍ୟ କ୍ରୟ ବା ସତ୍‌କାର୍ଯ୍ୟରେ ଦାନ କରିପାରନ୍ତି। ଇଷ୍ଟକାର୍ଯ୍ୟରେ ନିବିଷ୍ଟ ରୁହନ୍ତୁଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ।rasifalaମକର: କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ। ଆର୍ଥିକ କାରବାରରେ ଲାଭ ଯୋଗ ରହିଛି। ଦିବା ୧୧:୫୬ ଗତେ ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ଅଟକିରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ। ଭାଇ ଓ ବନ୍ଧୁ ମହଲରୁ ସହଯୋଗ ପାଇବେ।rasifalaକୁମ୍ଭ: ଉଦାସ ଉଦାସ ଲାଗିବ। ଅସୁସ୍ଥତାମାନସିକ ଅବସାଦଆବଦ୍ଧ ଯୋଗବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ। ସ୍ବାସ୍ଥ୍ୟ ଚିନ୍ତା ଘାରିବ। ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ। ଦୂରଯାତ୍ରା ସ୍ପୃହଣୀୟ ନୁହେଁ। ପେଟ ଗୋଳମାଳ ସହ ପାଗ ପରିବର୍ତ୍ତନଜନିତ ସମସ୍ୟା ଦେଖାଦେଇପାରେ। ଦିବା ୧୧:୫୬ ଗତେ କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ। ଆର୍ଥିକ କାରବାରରେ ଲାଭ ଯୋଗ ରହିଛି।rasifalaମୀନ: ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। ଅବାଞ୍ଛିତ ଘଟଣାଦୁର୍ଘଟଣାଅସୁସ୍ଥତାପେଟ ଗୋଳମାଳମାନସିକ ଅବସାଦପାରିବାରିକ ସମସ୍ୟାଅର୍ଥହାନି ଆଦି ଦେଖାଦେଇପାରେ। କଳହବିବାଦଦୂରଯାତ୍ରାମାଲିମକଦ୍ଦମାରୁ ଦୂରରେ ରହନ୍ତୁ। ଇଷ୍ଟ ମନନଶୀଳ ହୋଇ ଚଳନ୍ତୁ। କୌଣସି ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। ଦିବା ୧୧:୫୬ ଗତେ ଉଦାସ ଉଦାସ ଲାଗିବ। ଅସୁସ୍ଥତାମାନସିକ ଅବସାଦଆବଦ୍ଧ ଯୋଗବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ। ସ୍ବାସ୍ଥ୍ୟ ଚିନ୍ତା ଘାରିବ। ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ। ଦୂରଯାତ୍ରା ସ୍ପୃହଣୀୟ ନୁହେଁ। ପେଟ ଗୋଳମାଳ ସହ ପାଗ ପରିବର୍ତ୍ତନଜନିତ ସମସ୍ୟା ଦେଖାଦେଇପାରେ।

[ଘୋଷଣା: ଦୈନିକ ରାଶିଫଳ ମୁଖ୍ୟତଃ ଚନ୍ଦ୍ରଙ୍କ ସ୍ଥିତିରୁ ବିଚାର କରାଯାଏ। ଭାରତରେ ପ୍ରାୟ ୧୨ କୋଟି ଲୋକ ଗୋଟିଏ ରାଶିର ହୋଇଥାନ୍ତି। ଏଥିରେ ଦିଆଯାଉଥିବା ଫଳ ସେ ସମସ୍ତଙ୍କ ପାଇଁ ସମାନ ଭାବରେ ଘଟିବ ବୋଲି ଭାବିବା ଠିକ୍‌ ନୁହେଁ। ରାଶିଫଳରୁ ପାଠକମାନେ ମୁଖ୍ୟତଃ ଦିନଟିର ଶୁଭାଶୁଭ ଜାଣିପାରିବେ। ତେବେ ରାଶିଫଳରେ ଦିଆଯାଇଥିବା ପୂର୍ବାନୁମାନକୁ ନିଜର ସଂପୂର୍ଣ୍ଣ ଭାଗ୍ୟଫଳ ବୋଲି ବିଚାର କରି କର୍ମ, ସାଧନା ବା ଉଦ୍ୟମରୁ ବିରତ ରହନ୍ତୁ ନାହିଁ। କାରଣ ବାସ୍ତବରେ ଆପଣଙ୍କ କର୍ମ ହିଁ ଆପଣଙ୍କ ଭାଗ୍ୟ।]

The post ଜାଣନ୍ତୁ ଆସନ୍ତାକାଲିର ରାଶିଫଳ – (୨୮ ଏପ୍ରିଲ ୨୦୨୧, ବୁଧବାର) appeared first on OdishaLIVE.


Viewing all articles
Browse latest Browse all 11715

Trending Articles